ଭୁବନେଶ୍ୱର, ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ ପାଇଁ ସବୁ ବୟସର ଶ୍ରଦ୍ଧାଳୁଙ୍କୁ ଅନୁମତି ମିଳିଛି । ଏନେଇ ସୂଚନା ଦେଇଛି ବିଏମସି । ଛୋଟ ଶିଶୁ ଏବଂ ବୃଦ୍ଧଙ୍କ ମନ୍ଦିର ପ୍ରବେଶକୁ ବାରଣ କରାଯାଇଥିଲା କିନ୍ତୁ ଏବେ ଶ୍ରଦ୍ଧାଳୁଙ୍କ ବୟସ ସୀମା ଉପରୁ ପ୍ରତିବନ୍ଧକ ଉଠାଇଛି ବିଏମସି । ଶ୍ରଦ୍ଧାଳୁଙ୍କ ପାଇଁ କୋଭିଡ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ କରଯାଇଛି । ବିଏମସି ପକ୍ଷରୁ ମନ୍ଦିର ନିକଟରେ ମାଗଣା କୋଭିଡ ଟେଷ୍ଟିଂର ବ୍ୟବସ୍ଥା ମଧ୍ୟ କରାଯାଇଛି ଏନେଇ ସୂଚନା ଦେଇଛନ୍ତି ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ