ମାଲକାନଗିରି, ଆଜିଠୁ ଆରମ୍ଭ ମାଓବାଦୀଙ୍କ ପିଏଲଜିଏ ସପ୍ତାହ । ପ୍ରତିବର୍ଷ ଭଳି ଏବର୍ଷ ମଧ୍ୟ ୮ ତାରିଖ ପର୍ଯ୍ୟନ୍ତ ନକ୍ସଲ ସଙ୍ଗଠନ ପକ୍ଷରୁ ପିଏଲଜିଏ ସପ୍ତାହ ପାଳିତ ହେଉଛି। ଏହାକୁ ଦୃଷ୍ଟିରେ ରଖି ମାଲକାନଗିରି ଜିଲ୍ଲାର ସମସ୍ତ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଏଥିସହ ସ୍ୱାଭିମାନ ଅଞ୍ଚଳରେ କୁମ୍ବିଂ ଅପରେସନ ଜୋରଦାର କରିବା ସହ ସମସ୍ତ ନିର୍ମାଣ କାମକୁ ବନ୍ଦ କରାଯାଇଛି । ଏହାସହ ଜିଲ୍ଲାରେ ସରକାରୀ ବସ୍ ଚଳାଚଳ ବନ୍ଦ ରହିଛି ।
ରାଜ୍ୟବାସୀଙ୍କ ପାଇଁ ଉତ୍କଳ ଦିବସ ଭେଟିନିଜକୁ ଗୁଳି କରି ଆତ୍ମହତ୍ୟାଆମେରିକାରେ ଅନୁପ୍ରବେଶ କରୁଥିବା ୬ ଜଣଙ୍କ ମୃତ୍ୟୁକୋଟିଆ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଜାଣନ୍ତୁ କେଉଁଦିନ ନଖ କାଟିବେ ନାହିଁ୫ଟି ସଚିବଙ୍କ ମଧୁ ସ୍ମୃତି ପୀଠ ପରିଦର୍ଶନବିହାରରେ ବ୍ୟାପକ ହିଂସାANS NEWS SUPERFAST [email protected]ସାଉଦିଆରବରେ ପ୍ରବାସୀ ଓଡିଆଙ୍କ ଦ୍ୱାରା ପାଳିତ ହେଲା ଉତ୍କଳ ଦିବସନକଲି ସାର୍ଟିଫିକେଟ ମାମଲାରେ ବଲାଙ୍ଗୀର ଯାଇ ତଦନ୍ତ କରିବ କ୍ରାଇମବ୍ରାନଞ୍ଚ