ନୟାଗଡ଼, ଚର୍ଚ୍ଚିତ ନୟାଗଡ଼ ପରୀ ହତ୍ୟା ମାମଲାରେ ଝିଅକୁ ନ୍ୟାୟ ଦେବା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ପରୀର ମା’ ସୌଦାମିନୀ । ଘଟଣାର ସିବିଆଇ ତଦନ୍ତ କରିବାକୁ ଦାବି କରି ସେ କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି । ସେପଟେ ବ୍ରେନ ମ୍ୟାପିଂ ଟେଷ୍ଟ କରିବାକୁ ମନା କରିଛି ପରୀ ହତ୍ୟାକାଣ୍ଡର ଅଭିଯୁକ୍ତ ସରୋଜ ସେଠି ।ଆଜି ଜୁଭେନାଇଲ ଜଷ୍ଟିସ ବୋର୍ଡରେ ହାଜର ହାଇଥିଲା ଅଭିଯୁକ୍ତ ନାବାଳକ । ନୟାଗଡ ଜୁଭେନାଇଲ ଜଷ୍ଟିସ ବୋର୍ଡରେ ଏନେଇ ଶୁଣାଣୀ ଚାଲିଥିବା ବେଳେ ବ୍ରେନ୍ ମ୍ୟାପିଂ ପାଇଁ ଅଭିଯୁକ୍ତ ରାଜି ହୋଇନଥିବା ସୂଚନା ମିଳିଛି। ଶୁଣାଣି ଶେଷ ହେବା ପରେ ରାୟକୁ କୋର୍ଟ ସଂରକ୍ଷିତ ରଖିଛନ୍ତି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍