କଟକ, ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଡକ୍ଟର ଜଷ୍ଟିସ୍ ଏସ. ମୁରଲୀଧର ଆଜି ଶପଥ ଗ୍ରହଣ କରିଛନ୍ତି। ରାଜଭବନରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ସେ ଓଡ଼ିଶା ହାଇକୋର୍ଟର ୩୨ତମ ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ଏହି ଉତ୍ସବରେ ଆଇନ ମନ୍ତ୍ରୀ ପ୍ରତାପ ଜେନା, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ, ଗୃହ ସଚିବ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ଡିଜିପି ଅଭୟଙ୍କ ସମେତ ହାଇକୋର୍ଟର ବହୁ ବିଚାରପତି ଉପସ୍ଥିତ ଥିଲେ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ