ଭୁବନେଶ୍ୱର, ଓଡ଼ିଶା ହାଇକୋର୍ଟ ନୂଆ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଛନ୍ତି ଡକ୍ଟର ଜଷ୍ଟିସ ଏସ. ମୁରଲୀଧର । ପୂର୍ବରୁ ସେ ପଞ୍ଜାବ ଓ ହରିୟାଣା ହାଇକୋର୍ଟରେ ବିଚାରପତି ଭାବେ କାର୍ଯ୍ୟରତ ଥିଲେ । ଓଡ଼ିଶା ହାଇକୋର୍ଟରେ ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟ କରୁଥିବା ଜଷ୍ଟିସ ମହମ୍ମଦ ରଫିକଙ୍କୁ ମଧ୍ୟପ୍ରଦେଶ ହାଇକୋର୍ଟକୁ ବଦଳି କରାଯାଇଥିବା ବିଜ୍ଞପ୍ତି ପ୍ରକାଶ ପାଇଛି ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ