ଭୁବନେଶ୍ୱର- ଆଜି ଓଡିଶା ସରକାରଙ୍କ ତରଫରୁ କୋଟିଆ ମାମଲା ନେଇ ସୁପ୍ରିମକୋର୍ଟରେ ଦାୟର ହୋଇଥିବା ଯାଚିକାର ଶୁଣାଣି କରିଥିଲେ ମାନ୍ୟବର ସୁପ୍ରିମକୋର୍ଟ । ଆନ୍ଧ୍ର ଦେଇଥିବା ଜବାବର ଉତ୍ତର ରଖିବା ପାଇଁ ଚାରି ସପ୍ତାହ ସମୟ ଦେଇଥିବା ଜଣାପଡିଛି । ଏଠାରେ ସୂଚନା ଯୋଗ୍ୟ ଯେ, ଓଡିଶା ସୀମାରେ ଆନ୍ଧ୍ରର ଦାଦାଗିରିକୁ ନେଇ ରାଜ୍ୟ ସରକାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍