ଭୁବନେଶ୍ୱର, ସାରା ଦେଶରେ କରୋନା ମହାମାରୀ ତାର କାୟା ବିସ୍ତାର କରି ଚାଲିଛି | କେମିତି ଏହି ମହାମାରୀରୁ ମିଳିବ ରକ୍ଷା ତା ପାଇଁ ସାରା ଦେଶ ସହିତ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କଲେଣି | ଟିକା ଆସିଲେ ସ୍ୱାସ୍ଥ୍ୟ କର୍ମୀଙ୍କୁ ଦିଆଯିବ ପ୍ରାଥମିକତା । ବିଭିନ୍ନ ରୋଗରେ ଆକ୍ରାନ୍ତ ବୟସ୍କ ବ୍ୟକ୍ତିଙ୍କୁ ପ୍ରଥମେ ପ୍ରାଥମିକତା ଦିଆଯିବ । କେନ୍ଦ୍ର ନିୟମ ଅନୁସାରେ ଆଗୁଆ ନିଜ ନାମକୁ ପଞ୍ଜିକରଣ କରିବାକୁ ପଡିବ |ସ୍ପଟ ପଞ୍ଜିକରଣ ହେବ ନାହିଁ , କେବଳ ପୋର୍ଟାଲରେ ପଞ୍ଜିକରଣ ହେବ । ପରିଚୟ ପତ୍ର ଦେଇ ପଞ୍ଜିକରଣ କରିବାକୁ ପଡିବ । ଗୋଟିଏ ସେଣ୍ଟରରେ ୧୦୦ରୁ ୨୦୦ ଲୋକଙ୍କୁ ଟିକା ଦିଆଯିବ । ଟିକା କରଣକୁ କିପରି ଭଲ ଭାବରେ ବ୍ୟବହାର କରି ପାରିବାସେଥିପାଇଁ ରାଜ୍ୟ ସ୍ତରରୁ ବ୍ଳକ ସ୍ତର ପର୍ଯ୍ୟନ୍ତ ଟାସ୍କ ଫୋର୍ସ ଗଠନ କରାଯାଇଛି | ରାଜ୍ୟସ୍ତରରୁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଯାଏଁ ପର୍ଯ୍ୟାପ୍ତ ସଂରକ୍ଷଣ ବ୍ୟବସ୍ଥା ରହିଛି । ଟିକାକରଣ ପାଇଁ ୩ ଲକ୍ଷରୁ ଅଧିକ ଲୋକଙ୍କୁ ଚିହ୍ନଟ କରାଯାଇଛି । ଟିକା ପାଇଁ ଆବଶ୍ୟକ ତାଲିମପ୍ରାପ୍ତ ସ୍ୱାସ୍ଥ୍ୟ କର୍ମୀ ମଧ୍ୟ ଅଛନ୍ତି ।ଏ ସମ୍ପର୍କରେ ଡିଏମ୍ଇଟି ସି.ବି.କେ. ମହାନ୍ତିଙ୍କ ସୂଚନା ଦେଇଛନ୍ତି |
ପତ୍ନୀ ହନ୍ତା ସ୍ୱାମୀକୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଲେ ଭଦ୍ରକର ଅତିରିକ୍ତ ଜିଲ୍ଲା ଦୌରାଜଜ୍ଜଙ୍ଗଲରୁ ମିଳିଲା ପ୍ରେମୀଯୁଗଳଙ୍କ ମୃତ ଦେହଡିଜେ ଆଜେକ୍ସ ମୃତ୍ୟୁ ମାମଲାରେ ନୂଆ ମୋଡକାର ଧକ୍କାରେ ଚାଲିଗଲା ତିନି ଶିଶୁଙ୍କ ଜୀବନନଦୀକୁ ଡେଇଁଲେ ମହିଳାଏପ୍ରିଲ ୨୦ରେ ବର୍ଷର ପ୍ରଥମ ସୂର୍ଯ୍ୟ ପରାଗANS NEWS SUPERFAST [email protected]ରାଜ୍ୟରେ ୨୪ ଘଣ୍ଟା ୧୭ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟଜାଣନ୍ତୁ ଗରମ ପାଣି ଶରୀର ପାଇଁ କେତେ ଲାଭକାରୀବଢୁଛି କରୋନା ଚିନ୍ତା