ପୁରୀ, ଆଜିଠାରୁ ଭଡ଼ାଟିଆ ଓ କର୍ମଜୀବୀମାନଙ୍କୁ ଶ୍ରୀମନ୍ଦିର ଭିତରକୁ ପ୍ରବେଶ ନିମନ୍ତେ ଅନୁମତି ମିଳିଛି । ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ପ୍ରଶାସକ । ସୂଚନାଯୋଗ୍ୟ ଯେ, ଦୀର୍ଘ ୯ମାସର ବ୍ୟବଧାନ ପରେ ଗତ ୨୩ତାରିଖରେ ଶ୍ରୀମନ୍ଦିର ଖୋଲାଯାଇଛି । ଦର୍ଶନ ନିମନ୍ତେ ପ୍ରଥମେ ସେବାୟତଙ୍କ ପରିବାରକୁ ଅନୁମତି ମିଳିଥିଲା, ପରେ ପୁରୀ ବାସୀଙ୍କୁ, ଆଉ ଏବେ ଭଡ଼ାଟିଆ ଓ କର୍ମଜୀବୀଙ୍କୁ ଅନୁମତି ମିଳିଛି ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ