ଭୁବନେଶ୍ୱର, ରାଜଧାନୀ ଭୁବନେଶ୍ୱରର ମଞ୍ଚେଶ୍ୱର ଅଞ୍ଚଳରେ ଏକ ଟ୍ରକ ହୁ ହୁ ହୋଇ ଜଳୁଥିବା ଦେଖିବାକୁ ମିଳିଛି । ତେବେ ଏ ପର୍ଯ୍ୟନ୍ତ ଟ୍ରକ ଜଳିବାର କାରଣ ଜଣାପଡ଼ିନଥିବା ବେଳେ, ଏହି ଦୁର୍ଘଟଣାରେ କାହାର ପ୍ରାଣହାନୀ ଘଟିନଥିବା ସୂଚନା ମିଳିଛି । ଖବରପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରୁଛି । କିନ୍ତୁ ଏ ପର୍ଯ୍ୟନ୍ତ ଦୁର୍ଘଟଣାର କୌଣସି କାରଣ ଜଣାପଡ଼ି ନାହିଁ ।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ