ଭୁୁବନେଶ୍ୱର, ଆଜି ଓଡ଼ିଶାକୁ ଆସୁଛି କୋଭିଡ ଟିକା । ସ୍ବତନ୍ତ୍ର ସ୍ପାଇସ ଜେଟ ବିମାନରେ ପୁଣେରୁ ଭୁବନେଶ୍ବରକୁ ଆସୁଛି ଟିକା । ଭୁବନେଶ୍ୱର ବିମାନବନ୍ଦରରେ ଅପରାହ୍ନରେ ପହଞ୍ଚିବ କରୋନା ଟିକା ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ଶାସନ ପ୍ରଦୀପ୍ତ ମହାପାତ୍ର । ପୁଣେର ସେରମ ଇନଷ୍ଟିଚ୍ୟୁଟରୁ ୪୦ ହଜାର ୮୦୦ ଡୋଜ କୋଭିସିଲ୍ଡ ଟିକା ଆସୁଛି । ତେବେ ଟିକା ଆସିବା ପରେ ରାଜ୍ୟ ସଂଗ୍ରହାଳୟରେ ଟୀକା ରଖାଯିବ ବୋଲି ଜଣାପଡ଼ିଛି ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ