ଓଡିଶା ଆସିବେ ଉପରାଷ୍ଟ୍ରପତି

ଭୁବନେଶ୍ୱର, ଓଡିଶା ଆସିବେ ଉପରାଷ୍ଟ୍ରପତି । ଆସନ୍ତା ଏପ୍ରିଲ ୩ ତାରିଖ ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ । ଉତ୍କଳ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ।ଏନେଇ ଉତ୍କଳ ବିଶ୍ବବିଦ୍ୟାଳୟର କୁଳପତି ସବିତା ଆଚାର୍ଯ୍ୟ ସୂଚନା ଦେଇଛନ୍ତି ।
ଏଠାରେ ସୂଚନାଯୋଗ୍ୟ ଯେ, ଆସନ୍ତା ୨୧ ତାରିଖରେ ଓଡିଶା ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ।

Leave A Reply

Your email address will not be published.