ଭଦ୍ରକ (୮.୧୦.୨୨) : ଧାମନଗର ଉପ ର୍ନିବାଚନ ପୂର୍ବରୁ ବଦଳିଲେ ଧାମନଗର ଓ ତିହିଡି ବ୍ଲକର ବିଡିଓ । ଧାମନଗର ବିଡିଓ ଦୁର୍ଗାଚରଣ ମୁର୍ମୁ ଓ ତିହିଡି ବିଡିଓ ବସନ୍ତ କୁମାର ସାହାଣୀଙ୍କୁ ବଦଳି କରାଯାଇଛି । କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ତହସିଲଦାର ବନବିହାରୀ ଦିଣ୍ଡାଙ୍କୁ ଧାମନଗର ବିଡିଓ ଭାବେ ଅବସ୍ଥାପିତ କରାଯାଇଛନ୍ତି । ଏବଂ କଳାହାଣ୍ଡି ଜିଲ୍ଲା କେସିଙ୍ଗା ତହସିଲଦାର ଜ୍ୟୋତିର୍ମୟ କରଙ୍କୁ ତିହିଡି ବିଡିଓ ଭାବେ ବଦଳି କରାଯାଇଛି । ଧାମନଗର ଉପ ନିର୍ବାଚନ ନଭେମ୍ବର ୩ତାରିଖରେ ହେବାରୁ ଥିବାବେଳେ ନିର୍ବାଚନକୁ ସ୍ୱଚ୍ଛତା ରଖିବାକୁ ନିର୍ବାଚନ କମିଶନର ଏପରି ପଦକ୍ଷେପ ନେଇଥିବା ସୂଚନା ମିଳିଛି। ଧାମନଗର ଉପନିର୍ବାଚନ ପାଇଁ ଗତକାଲି ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଭଦ୍ରକ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ କରାଯାଇଥିଲା। ଆସନ୍ତା ୧୪ ତାରିଖ ଯାଏ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ ହୋଇପାରିବ।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ