ଭୁବନେଶ୍ୱର, ବିଶାଖାପାଟଣା-ନିଜାମୁଦ୍ଦିନ-ବିଶାଖାପାଟଣା (୦୨୮୮୭/୦୨୮୮୮) ଭାୟା ରାୟଗଡ଼ା, ଟିଟିଲାଗଡ଼ ସ୍ବତନ୍ତ୍ର ଟ୍ରେନ୍ ୫ ଦିନ ପାଇଁ ବନ୍ଦ ରହିବ । ଦକ୍ଷିଣ ପୂର୍ବ କେନ୍ଦ୍ରୀୟ ରେଳବାଇ ଅନ୍ତର୍ଗତ ଡୋଙ୍ଗରଗଡ଼ ଷ୍ଟେସନ୍ରେ ନିରାପତ୍ତାଜନିତ ଆଧୁନିକୀକରଣ କାର୍ଯ୍ୟ ଯୋଗୁଁ ଏହି ଟ୍ରେନ୍ ୫ରୁ ୯ ତାରିଖ ପର୍ଯ୍ୟନ୍ତ ବିଶାଖାପାଟଣାରୁ ଓ ୭ରୁ ୧୧ ତାରିଖ ପର୍ଯ୍ୟନ୍ତ ନିଜାମୁଦ୍ଦିନ୍ରୁ ପ୍ରସ୍ଥାନ କରିବ ନାହିଁ ବୋଲି ରେଳବାଇ ପକ୍ଷରୁ ସୂଚନା ମିଳିଛି ।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଆଜିଠୁ କମ୍ପିବ କଳିଙ୍ଗଦିଲ୍ଲୀର ଡାକ୍ତରଖାନାରେ ଲାଗିଲା ନିଆଁଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲରଥଯାତ୍ରା ପାଇଁ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସହାଇସିକ୍ୟୁରିଟି ନମ୍ବର ନଥିଲେ ଚାଳକଙ୍କୁ ନିସ୍ତାର ନାହିଁସ୍ୱାମୀ ଓ ଶାଶୁକୁ ବିଷ ଦେଲା ବୋହୂ