ଭୁବନେଶ୍ୱର: ଓଡ଼ିଶାରେ ଶୀତର ପ୍ରକୋପ ଧୀରେ ଧୀରେ ବଢିବ | ପ୍ରବଳ ଶୀତରେ ଥରିବ ସାରା ଓଡିଶା | ଏନେଇ ୧୬ ଜିଲ୍ଲାକୁ ଆଲର୍ଟ କରିଛି ପାଣିପାଗ ବିଭାଗ। ଆସନ୍ତା ୩ ଦିନ ପାଇଁ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ଲହରି ଜାରି ରହିବ। ଆଗାମୀ ୨୪ ଘଣ୍ଟାରେ ୫ ଜିଲ୍ଲାରେ ପ୍ରବଳ ଶୀତ ହେବା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ରହିଛି । ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ, ମୟୂରଭଞ୍ଜକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ୧୧ ଜିଲ୍ଲା ପାଇଁ ଶୀତ ଲହରି ସକାଶେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। କୋରାପୁଟ, କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ, ବୌଦ୍ଧ, ସୋନପୁର, କଟକ, ଢ଼େଙ୍କାନାଳ, କେନ୍ଦୁଝର, ବାଲେଶ୍ୱର, ଦେବଗଡ଼କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଉପକୂଳବର୍ତ୍ତୀ ଜିଲ୍ଲାରେ ତାପମାତ୍ରା ରାତିରେ ୩ରୁ ୪ ଡିଗ୍ରୀ କମିବା ସମ୍ଭାବନା ରହିଛି। ଏ ନେଇ ଟ୍ୱିଟ୍ କରି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ