ବାଲେଶ୍ୱର, କିଛି ଦିନ ପୂର୍ବରୁ ହୋଇଥିବା ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନରେ ବିଜୟୀ ପ୍ରାର୍ଥୀ ଆସନ୍ତାକାଲି ଶପଥ ନେବେ । ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ ଏବଂ ବାଲେଶ୍ବର ସଦର ବିଧାୟକ ସ୍ବରୂପ ଦାସ ବିଧାନସଭା ପରିସରରେ ଶପଥ ନେବେ ବୋଲି ବାଚସ୍ପତି ସୁର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି । ଦିନ ସାଢେ ୧୦ଟାରୁ ୧୧ଟା ମଧ୍ୟରେ ବିଧାନସଭା ପରିସରରେ ଉଭୟ ଶପଥ ନେବାର କାର୍ଯ୍ୟକ୍ରମ ରହିଛି ।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ