କଟକ, ନେତାଜୀ ସୁଭାଷ ବୋଷଙ୍କ ନାମରେ ନାମିତ ହେବ କଟକ ଖାନନଗରରେ ନିର୍ମାଣ ହେବ ଅତ୍ୟାଧୁନିକ ବସ୍ ଟର୍ମିନାଲ । ଯାହାର ନାମ ରଖାଯାଇଛି ନେତାଜୀ ସୁଭାଷ ବୋଷ ବସ୍ ଟର୍ମିନାଲ। ୧୨ ଏକର ଜାଗାରେ ନିର୍ମାଣ ହେବ ବସ୍ ଟର୍ମିନାଲ୍ ଏବଂ ଏଥିପାଇଁ ଖର୍ଚ୍ଚ ହେବ ୬୫ କୋଟି ଟଙ୍କା । ଏନେଇ ବୈଠକରେ ଘୋଷଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନେତାଜୀଙ୍କ ସଂପର୍କରେ ଲୋକଙ୍କୁ ଅବଗତ ପାଇଁ ନୂଆ ବସ୍ ଟର୍ମିନାଲରେ ହେବ କିଓସ୍କ । ବସ ଟର୍ମିନାଲରେ ଏକ ସମୟରେ ୧୮୦ ଟି ବସ ପାର୍କିଂ ପାଇଁ ବ୍ୟବସ୍ଥା କରାଯିବ । ଏହି ବସ ଟର୍ମିନାଲରେ ନେତାଜୀଙ୍କ ଜୀବନୀ ସମ୍ପର୍କିତ ବିଭି୍ନ୍ନ ପ୍ରକାର ଫଟୋ ରହିବ ।
ଚାଲିଛି ନୂଆ ସଂସଦ ଭବନର ଉଦଘାଟନହୋଟେଲରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟଆଶ୍ୱସ୍ତି ଦେଇଛି କାଳବୈଶାଖୀରାସ୍ତା ସଫା କର ବିଜୁଳି ସଂଯୋଗ ଦିଅକାଳବୈଶାଖୀ ବର୍ଷା ଆଣିଲା ଆଶ୍ୱସ୍ତିଏଥର ମାଗଣା wifi ଓ 1 GB ଡାଟାANS NEWS SUPERFAST [email protected]ଆମ୍ବ ଗୋଟେଇବା ହେଲା କାଳକାହିଁକି ହତ୍ୟା କଲା ଗୋପାଳ ଦାସ ?ରେମୁଣା ଗୋଲେଇ ଛକରେ ଫୁଟିଲା ଗୁଳି