ଭୁବନେଶ୍ୱର, ଆସନ୍ତା କାଲି ଝାଡପଡା ଜେଲ ପରିସରରେ ବହୁଚର୍ଚ୍ଚିତ ଅଞ୍ଜନା ଦୁଷ୍କର୍ମ ମାମଲାର ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳର ଟିଆଇ ପରେଡ କରାଯିବ । ଏଭଳି ନିର୍ଦ୍ଦେଶ ଦେଇଛନ୍ତି ସିବିଆଇର ସ୍ୱତନ୍ତ୍ର ଜଜ୍ । ଜେଏମଏଫସି ସୃଜାଲିନ ମହାନ୍ତି ଏହି ଟିଆଇ ପରେଡ କରାଇବେ । ଅଧିକ ପଚରାଉଚରା କରିବା ପାଇଁ ବିବନକୁ ଦୁଇ ଦିନ ରିମାଣ୍ଡରେ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ଜଜ୍ ।
ଓଟିଟିରେ ରିଲିଜ୍ ହେବ ଅକ୍ଷୟଙ୍କ ‘ଓ ମାଇଁ ଗଡ୍-୨’ ଚଳଚ୍ଚିତ୍ରମହାନଦୀ ବ୍ରିଜରେ ଦୁର୍ଘଟଣା: ବିପଦଜନକ ଭାବେ ଝୁଲି ରହିଛି ଯାତ୍ରୀବାହୀ ବସ୍ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ନାରାବାଜି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବିହବିଷ୍ୟାଳୀ ଯୋଜନାରେ ଆଜିଠୁ ନାମ ପଞ୍ଜୀକରଣଆମେରିକାର ମେରିଲ୍ୟାଣ୍ଡରେ ଉନ୍ମୋଚିତ ହେବ ଆମ୍ବେଦକରଙ୍କ ସବୁଠୁ ବଡ ପ୍ରତିମୂର୍ତ୍ତିଲୋକସେବା ଭବନରେ ଲାଗିଲା ନିଆଁଦ୍ୱିତୀୟ ମ୍ୟାଲେରିଆ ଟିକା R21 / Matrix-M ଟିକାକୁ ଅନୁମତି ଦେଲା WHOପୂର୍ବଭଳି ତ୍ଵଚାର ଚମକକୁ ଫେରାଇ ଆଣିବାକୁ ଚାହାନ୍ତି, ତେବେ ଜାଣନ୍ତୁ ପାରାଦୀପ ବନ୍ଦର ହେବ ଗ୍ରିନ୍ ହାଇଡ୍ରୋଜେନ୍ ରପ୍ତାନି ହବ୍ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଓ ଧର୍ମେନ୍ଦ୍ର ପ୍ରଧାନ