ଭୁବନେଶ୍ୱର, ରାଜ୍ୟରେ ଆଜି ୨୬୯୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଳାର ସର୍ବାଧିକ ୪, ଖୋର୍ଦ୍ଧାରୁ ୨ , ଅନୁଗୁଳ, କୋରାପୁଟ,ନୟାଗଡ଼ ଓ ସୋନପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୯୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ବଢିଲା ଟୋଲ ଟିକସରାଜ୍ୟବାସୀଙ୍କ ପାଇଁ ଉତ୍କଳ ଦିବସ ଭେଟିନିଜକୁ ଗୁଳି କରି ଆତ୍ମହତ୍ୟାଆମେରିକାରେ ଅନୁପ୍ରବେଶ କରୁଥିବା ୬ ଜଣଙ୍କ ମୃତ୍ୟୁକୋଟିଆ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଜାଣନ୍ତୁ କେଉଁଦିନ ନଖ କାଟିବେ ନାହିଁ୫ଟି ସଚିବଙ୍କ ମଧୁ ସ୍ମୃତି ପୀଠ ପରିଦର୍ଶନବିହାରରେ ବ୍ୟାପକ ହିଂସାANS NEWS SUPERFAST [email protected]ସାଉଦିଆରବରେ ପ୍ରବାସୀ ଓଡିଆଙ୍କ ଦ୍ୱାରା ପାଳିତ ହେଲା ଉତ୍କଳ ଦିବସ