ରାଜ୍ୟରେ ଆଜି ୧୦ ଜୀବନ ନେଇଛି କରୋନା ଭାଇରସ୍ । ମୃତ୍ୟୁ ହୋଇଥିବା ୧୦ଜଣଙ୍କ ମଧ୍ୟରେ ଗଞ୍ଜାମରୁ ୫, ଖୋର୍ଦ୍ଧାରୁ ୩, ସୁନ୍ଦରଗଡ଼ ଓ ଗଜପତିରେ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ