ଆଜି ରାଜଧାନୀରୁ ୧୧ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଆଜି ଭୁବନେଶ୍ୱରରୁ ୧୧ କରୋନା ପଜିଟିଭ ଚିହ୍ନଟ ,ସୁସ୍ଥ ସଂଖ୍ୟା ୧୦ |ସଙ୍ଗରୋଧ କେନ୍ଦ୍ରରୁ ୪ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ସଂଖ୍ୟା ୭ ରହିଛି |ଯାହା ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି |

ତେବେ ଭୁବନେଶ୍ୱରରୁ ମୋଟ କୋଭିଡ ପଜିଟିଭ ସଂଖ୍ୟା ୩୧୭୬୯ ,ସୁସ୍ଥ ସଂଖ୍ୟା ୩୧୩୦୪ , ମୃତ୍ୟୁ ସଂଖ୍ୟା ୨୪୪ ରହିଛି | ବର୍ତ୍ତମାନ ସୁଦ୍ଧା ଆକ୍ଟିଭ କେସ ୨୦୦ ରହିଛି |

Leave A Reply

Your email address will not be published.