You are currently viewing ଆଜି କରୋନା ନେଲା ୧୩ ମୁଣ୍ଡ
Computer image of a coronavirus

ଆଜି କରୋନା ନେଲା ୧୩ ମୁଣ୍ଡ

ଭୁବନେଶ୍ୱର, ରାଜ୍ୟରେ ଆଉ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୪୫୪ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।