ଭୁବନେଶ୍ୱର: ଆଜି ଭୁବନେଶ୍ୱରରୁ ୪୪ କରୋନା ଆକ୍ରାନ୍ତ ଚିହ୍ନଟ ,ସୁସ୍ଥ ସଂଖ୍ୟା ୩୬ |ସଙ୍ଗରୋଧ କେନ୍ଦ୍ରରୁ ୧୨ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ସଂଖ୍ୟା ୩୨ ରହିଛି | ଯାହା ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି |
ଭୁବନେଶ୍ୱରରୁ ସମୁଦାୟ ପଜିଟିଭ ସଂଖ୍ୟା ୩୧୪୧୪,ସୁସ୍ଥ ସଂଖ୍ୟା ୩୦୭୮୫,ମୃତ୍ୟୁ ୨୩୨ |ତେବେ ବର୍ତ୍ତମାନ ସୁଦ୍ଧା କରୋନା ଭାଇରସ ସକ୍ରିୟ ସଂଖ୍ୟା ୩୭୬ ରହିଛି |
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଆଜିଠୁ କମ୍ପିବ କଳିଙ୍ଗଦିଲ୍ଲୀର ଡାକ୍ତରଖାନାରେ ଲାଗିଲା ନିଆଁଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲରଥଯାତ୍ରା ପାଇଁ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସହାଇସିକ୍ୟୁରିଟି ନମ୍ବର ନଥିଲେ ଚାଳକଙ୍କୁ ନିସ୍ତାର ନାହିଁସ୍ୱାମୀ ଓ ଶାଶୁକୁ ବିଷ ଦେଲା ବୋହୂ