ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ଆଉ ୬ ଜଣଙ୍କର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଗଞ୍ଜାମରୁ ୫ ଓ ଗଜପତିରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଗଞ୍ଜାମରେ କରୋନା ମୃତ୍ୟୁ ସଂଖ୍ୟା ୫୯ରେ ପହଞ୍ଚିଛି । ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୯୭ରେ ପହଞ୍ଚିଛି । ଗଞ୍ଜମରେ ୫ ମୃତକଙ୍କ ମଧ୍ୟରେ ଜଣେ ୭୦ ବର୍ଷୀୟ ପୁରୁଷ ଅଛନ୍ତି, ଯେକି ମଧୁମେହରେ ପୀଡିତ ଥିଲେ । ସେହିପରି ଆଉ ଜଣେ ୪୦ ବର୍ଷୀୟ ପୁରୁଷ, ୫୨ ବର୍ଷୀୟ ପୁରୁଷ, ୪୨ ବର୍ଷୀୟ ପୁରୁଷ, ୫୪ ବର୍ଷୀୟ ପୁରୁଷଙ୍କ କରୋନା ଜନିତ ମୃତ୍ୟୁ ହୋଇଛି । ଅନ୍ୟପଟେ ଗଜପତିରେ ଜଣେ ୫୫ ବର୍ଷୀୟ ମହିଳାଙ୍କର କରୋନା ଜନିତ ମୃତ୍ୟୁ ହୋଇଛି । ସେ ମଧ୍ୟ ମଧୁମେହ ରୋଗରେ ପୀଡିତ ଥିବା ସୂଚନା ମିଳିଛି ।
ଗଞ୍ଜାମକୁ ଏକ ନମ୍ବର ଜିଲ୍ଲା କରିବା ପାଇଁ ସମସ୍ତେ ମିଶି କାମ କରିବା: ନବୀନ ପଟ୍ଟନାୟକଆମେରିକାର ମିସିସିପିରେ ଭୟଙ୍କର ଘୂର୍ଣ୍ଣିଝଡସଭାପତି ଭାବେ ନିର୍ବାଚିତ ହେଲେ ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକରାଜଧାନୀରେ ଏନ୍କାଉଣ୍ଟରରୁକୁଣା ରଥଯାତ୍ରା ନେଇ ସମନ୍ୱୟ ବୈଠକ ଅନୁଷ୍ଠିତଆଜିଠାରୁ ଝଡ଼ବର୍ଷା ସମ୍ଭାବନାଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀଖୋଲିଲା ନକଲି ସାର୍ଟିଫିକେଟ ଗୁମରପରିବହନ ମନ୍ତ୍ରୀଙ୍କୁ ନବୀନଙ୍କ ଚିଠିରାଜଧାନୀରେ ଜନଜାତି ସୁରକ୍ଷା ମଞ୍ଚର ଶୋଭାଯାତ୍ରା