ଆଜି ରାଜ୍ୟରେ 902 କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ରାଜ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ 902 ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ 523 ଜଣ ଓ ସ୍ଥାନୀୟ ଅଞ୍ଚଳରୁ 379 ଜଣ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.