You are currently viewing ଆଜି ପ୍ରକାଶ ପାଇବ ସିବିଏସଇ ପରୀକ୍ଷା ଫଳ

ଆଜି ପ୍ରକାଶ ପାଇବ ସିବିଏସଇ ପରୀକ୍ଷା ଫଳ

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର(ଏଏନଏସ) ୨୨/୦୭, ଆଜି ପ୍ରକାଶ ପାଇବ ସିବିଏସଇ ପରୀକ୍ଷା ଫଳ । ସିବିଏସଇ ପକ୍ଷରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ ପାଇବ । ସକାଳ ୧୦ଟାରେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇବାକୁ ଥିବା ବେଳେ ଅପରାହ୍ନ୨ଟାରେ ଦଶମ ଶ୍ରେଣୀ ପିଲାଙ୍କ ଫରୀକ୍ଷା ଫଳ ପ୍ରକାଶ ପାଇବ । ଦ୍ୱାଦଶରେ ପ୍ରାୟ ୧୨ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ଦଶମରେ ୨୦ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । WWW.CBSE.GOV.IN ୱେବସାଇଟରେ ରେଜଲ୍ଟ ଉପଲବ୍ଧ ହେବ ।

ଅନ୍ୟମାନଙ୍କୁ ଜଣାନ୍ତୁ।