ଭୁବନେଶ୍ୱର, ଆଜି କଂଗ୍ରେସ ଦଳର ପ୍ରତିଷ୍ଠା ଦିବସ । ଏହି ଅବସରେ ପସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଦଳୀୟ ପତ୍ତାକା ଉତ୍ତୋଳନ କରିସାରିବା ପରେ ଦଳୀୟ କର୍ମୀମାନଙ୍କୁ ଉଦବୋଧନ ଦେଇଛନ୍ତି । ଆଜି କଂଗ୍ରେସର ପ୍ରତିଷ୍ଠା ଦିବସ ଉପଲକ୍ଷେ ଦଳର ତ୍ରିରଙ୍ଗା ଶୋଭାଯାତ୍ରା ୟୁନିଟ-8 ସ୍ଥିତ ଡିଏଭି ପବ୍ଳିକ ସ୍କୁଲ ପ୍ରାଙ୍ଗଣରୁ ବାହାରି ସିବିଆଇ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯିବ ।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଆଜିଠୁ କମ୍ପିବ କଳିଙ୍ଗଦିଲ୍ଲୀର ଡାକ୍ତରଖାନାରେ ଲାଗିଲା ନିଆଁଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲରଥଯାତ୍ରା ପାଇଁ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସହାଇସିକ୍ୟୁରିଟି ନମ୍ବର ନଥିଲେ ଚାଳକଙ୍କୁ ନିସ୍ତାର ନାହିଁସ୍ୱାମୀ ଓ ଶାଶୁକୁ ବିଷ ଦେଲା ବୋହୂ