ରାଜ୍ୟରେ ଆଜି ୨୪ଜିଲ୍ଲାରୁ ସର୍ବାଧିକ ୧୩୨୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୮୮୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୪୩୩ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୪୦୧୩ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । ତେବେ ଗଞ୍ଜାମରୁ ସର୍ବାଧିକ ୫୬୦, ଖୋର୍ଦ୍ଧାରୁ ୧୭୪, ଗଜପତିରୁ ୯୦, ପୁରୀରୁ ୯୦, ରାୟଗଡ଼ାରୁ ୬୫, ସୁନ୍ଦରଗଡ଼ରୁ ୪୭, କଟକରୁ ୪୭, କନ୍ଧମାଳରୁ ୩୯, ନୟାଗଡ଼ରୁ ୩୮, କୋରାପୁଟରୁ ୩୦, ଭଦ୍ରକରୁ ୨୮, କେନ୍ଦୁଝରରୁ ୨୪, ଯାଜପୁରରୁ ୨୩, ବାଲେଶ୍ୱରରୁ ୨୩, ବରଗଡ଼ରୁ ୧୪, ବଲାଙ୍ଗୀରରୁ ୯, ଅନୁଗୁଳରୁ ୬, ନୂଆପଡ଼ାରୁ ୪, ଜଗତସିଂହପୁରରୁ ୩, ଝାରସୁଗୁଡ଼ାରୁ ୨, ସୋନପୁର, କେନ୍ଦ୍ରାପଡ଼ା, ଦେଓଗଡ଼, କଳାହାଣ୍ଡିରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଆଜିଠୁ କମ୍ପିବ କଳିଙ୍ଗଦିଲ୍ଲୀର ଡାକ୍ତରଖାନାରେ ଲାଗିଲା ନିଆଁଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲରଥଯାତ୍ରା ପାଇଁ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସହାଇସିକ୍ୟୁରିଟି ନମ୍ବର ନଥିଲେ ଚାଳକଙ୍କୁ ନିସ୍ତାର ନାହିଁସ୍ୱାମୀ ଓ ଶାଶୁକୁ ବିଷ ଦେଲା ବୋହୂ