You are currently viewing ପୁଣି ୧୩୪୧ କରୋନା ପଜେଟିଭ ଚିହ୍ନଟ

ପୁଣି ୧୩୪୧ କରୋନା ପଜେଟିଭ ଚିହ୍ନଟ

ହୁ ହୁ ହୋଇ ମାଡ଼ିବାରେ ଲାଗିଛି କରୋନା ମହାମାରୀ । ରାଜ୍ୟର ସ୍ଥିତି ବେହାଲ ହେବାରେ ଲାଗିଛି । ଏହାରି ମଧ୍ୟରେ ରାଜ୍ୟରେ ଆଜି ପୁଣି ୧୩୪୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୧୮ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫୨୩ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୮ ହଜାର ୭୯୬ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।