You are currently viewing ରାଜ୍ୟରେ ଆଜି୧୩୮୫ ଜଣ ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଆଜି୧୩୮୫ ଜଣ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର, ରାଜ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୧୩୮୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୭୯୮ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫୮୭ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୯୭,୨୭୪ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।