ରାଜ୍ୟରେ ଆଜି ୧୪୯୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧,୮୭୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୫୮୫ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୯୧୪ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୨୯ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ