ଭୁବନେଶ୍ୱର, ରାଜ୍ୟରେ କରୋନା ସ୍ଥିତି ସଙ୍ଗୀନ ହେବାରେ ଲାଗିଛି । ପ୍ରତିଦିନ ମାଳ ମାଳ କରୋନା ଆକ୍ରାନ୍ତ ଚିହ୍ନଟ ହେବାରେ ଲାଗିଛନ୍ତି । ଆଜି ପୁଣିଥରେ ରାଜ୍ୟରେ ୩୦ଟି ଜିଲ୍ଲାରୁ ୧୮୭୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୮୨ ଜଣ ସଙ୍ଗରୋଧରେ କେନ୍ଦ୍ରର ହୋଇଥିବାବେଳେ, ୬୯୪ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦, ୬୭୨ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ