ଭୁବନେଶ୍ୱର, ରାଜ୍ୟରେ ଧୀରେ ଧୀରେ କମିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ଘଣ୍ଟା ମଧ୍ୟରେ ୧୯୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୦୯ଜଣ ସଙ୍ଗରୋଧ ଗୃହରୁ ହୋଇଥିବାବେଳେ, ଅନ୍ୟ ୮୩ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜଣାପଡ଼ିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୦ ହଜାର ୩୦୯ରେ ପହଞ୍ଚିଛି। ଏ ନେଇ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ