ଭୁବନେଶ୍ୱର, ରାଜ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୨୧୩୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୨୫୧ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୮୮୭ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୬୪,୧୪୯କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ