You are currently viewing ଆଜି ରାଜ୍ୟରେ ୨୨୩୯ ପଜିଟିଭ୍ ଚିହ୍ନଟ

ଆଜି ରାଜ୍ୟରେ ୨୨୩୯ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର, ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ରାଜ୍ୟରେ ଆଜି୨୨୩୯ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୪୧୬ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୮୨୩ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୪ ହଜାର ୫୩୩ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୪୧୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । 

ଅନ୍ୟମାନଙ୍କୁ ଜଣାନ୍ତୁ।