ଭୁବନେଶ୍ୱର, ରାଜଧାନୀ ଭୁବନେଶ୍ୱରରେ ଏବେ କରୋନା ସଂକ୍ରମଣ କମିବାରେ ଲାଗିଛି । ଆଜି ଭୁବନେଶ୍ୱରରୁ ୨୩୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୫୧ ଓ ସ୍ଥାନୀୟ ଅଞ୍ଚଳରୁ ୧୮୨ ଜଣ ଚିହ୍ନଟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୭ ହଜାର ୨୨୮ କୁ ବୃଦ୍ଧି ପାଇଛି ।
ଗଞ୍ଜାମକୁ ଏକ ନମ୍ବର ଜିଲ୍ଲା କରିବା ପାଇଁ ସମସ୍ତେ ମିଶି କାମ କରିବା: ନବୀନ ପଟ୍ଟନାୟକଆମେରିକାର ମିସିସିପିରେ ଭୟଙ୍କର ଘୂର୍ଣ୍ଣିଝଡସଭାପତି ଭାବେ ନିର୍ବାଚିତ ହେଲେ ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକରାଜଧାନୀରେ ଏନ୍କାଉଣ୍ଟରରୁକୁଣା ରଥଯାତ୍ରା ନେଇ ସମନ୍ୱୟ ବୈଠକ ଅନୁଷ୍ଠିତଆଜିଠାରୁ ଝଡ଼ବର୍ଷା ସମ୍ଭାବନାଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀଖୋଲିଲା ନକଲି ସାର୍ଟିଫିକେଟ ଗୁମରପରିବହନ ମନ୍ତ୍ରୀଙ୍କୁ ନବୀନଙ୍କ ଚିଠିରାଜଧାନୀରେ ଜନଜାତି ସୁରକ୍ଷା ମଞ୍ଚର ଶୋଭାଯାତ୍ରା