You are currently viewing ଆଜି ୨୬୦୨ ପଜିଟିଭ୍ ଚିହ୍ନଟ

ଆଜି ୨୬୦୨ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର, ରାଜ୍ୟରେ ଆଜି ୨୬୦୨ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫୬୧ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୦୪୧ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୦୩,୫୩୬ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୬୧୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।