You are currently viewing ରାଜ୍ୟର ୩୦ଜିଲ୍ଲାରୁ ଆଜି ୨୮୯୮ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟର ୩୦ଜିଲ୍ଲାରୁ ଆଜି ୨୮୯୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୨୮୯୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୭୯୨ ଓ ସ୍ଥାନୀୟ ଅଞ୍ଚଳରୁ ୧୧୦୬ ଜଣ ଚିହ୍ନଟ ହୋଇଛନ୍ତି ।ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୦୦୨୦କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । ତେବେ ଖୋର୍ଦ୍ଧାରୁ ୫୨୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।