ଆଜି ରାଜ୍ୟରେ ୨୯୯୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ଆଜି ରାଜ୍ୟରେ ୨୯୯୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୭୩୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ, ୧୨୫୮ ହେଉଛି ଲୋକାଲ୍ କେସ୍ ‌।

Leave A Reply

Your email address will not be published.