ଭୁବନେଶ୍ୱର, ରାଜ୍ୟରେ ଆଜି ସର୍ବାଧିକ ୩୦ ଜିଲ୍ଲାରୁ ୩୬୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୨୪୧ ଓ ସ୍ଥାନୀୟ ଅଞ୍ଚଳରୁ ୧୪୪୧ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୪୬୬୮କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । ତେବେ ଖୋର୍ଦ୍ଧାରୁ ୭୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଆଜିଠୁ କମ୍ପିବ କଳିଙ୍ଗଦିଲ୍ଲୀର ଡାକ୍ତରଖାନାରେ ଲାଗିଲା ନିଆଁଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲରଥଯାତ୍ରା ପାଇଁ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସହାଇସିକ୍ୟୁରିଟି ନମ୍ବର ନଥିଲେ ଚାଳକଙ୍କୁ ନିସ୍ତାର ନାହିଁସ୍ୱାମୀ ଓ ଶାଶୁକୁ ବିଷ ଦେଲା ବୋହୂ