ଭୁବନେଶ୍ୱର, ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ପୁଣି ୩୯୯୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୩୧୫ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୬୭୬ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୩୯,୧୨୧ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ