ଆଜି ରାଜ୍ୟର ୨୩ଟି ଜିଲ୍ଲାରୁ ୬୧୬ଜଣ କରୋନା ପିଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୪୧୫ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୦୧ଟି ସ୍ଥାନୀୟ ମାମଲା ରହିଥିବା ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ପ୍ରତିଦିନ ଭଳି ଆଜି ବି ଗଞ୍ଜାମରୁ ସର୍ବାଧିକ ୨୮୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଓଟିଟିରେ ରିଲିଜ୍ ହେବ ଅକ୍ଷୟଙ୍କ ‘ଓ ମାଇଁ ଗଡ୍-୨’ ଚଳଚ୍ଚିତ୍ରମହାନଦୀ ବ୍ରିଜରେ ଦୁର୍ଘଟଣା: ବିପଦଜନକ ଭାବେ ଝୁଲି ରହିଛି ଯାତ୍ରୀବାହୀ ବସ୍ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ନାରାବାଜି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବିହବିଷ୍ୟାଳୀ ଯୋଜନାରେ ଆଜିଠୁ ନାମ ପଞ୍ଜୀକରଣଆମେରିକାର ମେରିଲ୍ୟାଣ୍ଡରେ ଉନ୍ମୋଚିତ ହେବ ଆମ୍ବେଦକରଙ୍କ ସବୁଠୁ ବଡ ପ୍ରତିମୂର୍ତ୍ତିଲୋକସେବା ଭବନରେ ଲାଗିଲା ନିଆଁଦ୍ୱିତୀୟ ମ୍ୟାଲେରିଆ ଟିକା R21 / Matrix-M ଟିକାକୁ ଅନୁମତି ଦେଲା WHOପୂର୍ବଭଳି ତ୍ଵଚାର ଚମକକୁ ଫେରାଇ ଆଣିବାକୁ ଚାହାନ୍ତି, ତେବେ ଜାଣନ୍ତୁ ପାରାଦୀପ ବନ୍ଦର ହେବ ଗ୍ରିନ୍ ହାଇଡ୍ରୋଜେନ୍ ରପ୍ତାନି ହବ୍ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଓ ଧର୍ମେନ୍ଦ୍ର ପ୍ରଧାନ