ପୁରୀ, ଆଜି ଶ୍ରୀମନ୍ଦିରରେ ଶ୍ରୀ ଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଅପରାହ୍ନ ୪ ଟାରୁ ରାତି ୮ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଆଜି ଚୈତ୍ର କୃଷ୍ଣ ତୃତୀୟ ତିଥି ଅବସରରେରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ‘ବନକଲାଗି’ ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ । ଦ୍ୱିପ୍ରହର ଧୁପ ସରିବାପରେ ଦତ୍ତମହାପାତ୍ର ସେବକ ମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୋଭା ବଢ଼ିବ ।
ଓଟିଟିରେ ରିଲିଜ୍ ହେବ ଅକ୍ଷୟଙ୍କ ‘ଓ ମାଇଁ ଗଡ୍-୨’ ଚଳଚ୍ଚିତ୍ରମହାନଦୀ ବ୍ରିଜରେ ଦୁର୍ଘଟଣା: ବିପଦଜନକ ଭାବେ ଝୁଲି ରହିଛି ଯାତ୍ରୀବାହୀ ବସ୍ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ନାରାବାଜି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବିହବିଷ୍ୟାଳୀ ଯୋଜନାରେ ଆଜିଠୁ ନାମ ପଞ୍ଜୀକରଣଆମେରିକାର ମେରିଲ୍ୟାଣ୍ଡରେ ଉନ୍ମୋଚିତ ହେବ ଆମ୍ବେଦକରଙ୍କ ସବୁଠୁ ବଡ ପ୍ରତିମୂର୍ତ୍ତିଲୋକସେବା ଭବନରେ ଲାଗିଲା ନିଆଁଦ୍ୱିତୀୟ ମ୍ୟାଲେରିଆ ଟିକା R21 / Matrix-M ଟିକାକୁ ଅନୁମତି ଦେଲା WHOପୂର୍ବଭଳି ତ୍ଵଚାର ଚମକକୁ ଫେରାଇ ଆଣିବାକୁ ଚାହାନ୍ତି, ତେବେ ଜାଣନ୍ତୁ ପାରାଦୀପ ବନ୍ଦର ହେବ ଗ୍ରିନ୍ ହାଇଡ୍ରୋଜେନ୍ ରପ୍ତାନି ହବ୍ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଓ ଧର୍ମେନ୍ଦ୍ର ପ୍ରଧାନ