ଭୁବନେଶ୍ୱର, ଦୀର୍ଘ ଦିନର ବ୍ୟବଧାନ ପରେ ରାଜ୍ୟରେ ଆଜିଠୁ ଖୋଲିଛି ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟ । ସରକାରଙ୍କର ସମସ୍ତ କୋଭିଡ଼ ଗାଇଡ଼ଲାଇନକୁ କଡ଼ାକଡ଼ି ଭାବରେ ପାଳନ କରାଯାଉଛି । କଲେଜ ପରିସରକୁ ବାରମ୍ବାର ସାନିଟାଇଜ କରାଯାଉଛି । ତେବେ ଛାତ୍ରଛାତ୍ରୀମାନଙ୍କ ପାଠପଢ଼ା ନିମନ୍ତେ ଦୁଇଟି ସେକ୍ସନ କରାଯାଇଛି । କ୍ଲାସ ରୁମରେ ଗୋଟିଏ ବେଞ୍ଚରେ ଦୁଇ ଜଣ ଛାତ୍ରଛାତ୍ରୀ ବସିବାକୁ ଅନୁମତି ଦିଆଯାଇଛି । କଲେଜ ପରିସରକୁ ଯେଉଁମାନେ ପ୍ରବେଶ କରିବେ ସେମାନଙ୍କର ଥର୍ମାଲ ସ୍କ୍ରିନିଂ କରାଯିବ ଏବଂ ସମସ୍ତେ ସାମାଜିକ ଦୂରତା ରକ୍ଷା କରିବେ । ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଥିବାରୁ କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲିବାକୁ ନିଷ୍ପତ୍ତି ନେଇଥିଲେ ସରକାର ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ