ଭୁବନେଶ୍ୱର, ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀଙ୍କ କାର୍ଯ୍ୟାଳୟ ଆଜି ବିଏମସି ଖୋଲିଛି । ନିର୍ଦ୍ଧାରିତ ସମୟ ପୂର୍ବରୁ ବିଏମସି ପକ୍ଷରୁ ସିଲ୍ ଖୋଲାଯାଇଛି । ତେବେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ କୋଭିଡ ନିୟମ ବାରମ୍ବାର ଉଲ୍ଲଂଘନ କରିଥିବା ଅଭିଯୋଗରେ ଏବଂ ନିଜ ଜନ୍ମଦିନରେ କୋଭିଡ ଗାଇଡଲାଇନ୍ ଭାଙ୍ଗିଥିବା ଅଭିଯୋଗରେ ୧୫ ଦିନ ପାଇଁ ତାଙ୍କ କାର୍ଯ୍ୟାଳୟକୁ ବିଏମସି ପକ୍ଷରୁ ସିଲ୍ କରାଯାଇଥିଲା ।
ଗଞ୍ଜାମକୁ ଏକ ନମ୍ବର ଜିଲ୍ଲା କରିବା ପାଇଁ ସମସ୍ତେ ମିଶି କାମ କରିବା: ନବୀନ ପଟ୍ଟନାୟକଆମେରିକାର ମିସିସିପିରେ ଭୟଙ୍କର ଘୂର୍ଣ୍ଣିଝଡସଭାପତି ଭାବେ ନିର୍ବାଚିତ ହେଲେ ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକରାଜଧାନୀରେ ଏନ୍କାଉଣ୍ଟରରୁକୁଣା ରଥଯାତ୍ରା ନେଇ ସମନ୍ୱୟ ବୈଠକ ଅନୁଷ୍ଠିତଆଜିଠାରୁ ଝଡ଼ବର୍ଷା ସମ୍ଭାବନାଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀଖୋଲିଲା ନକଲି ସାର୍ଟିଫିକେଟ ଗୁମରପରିବହନ ମନ୍ତ୍ରୀଙ୍କୁ ନବୀନଙ୍କ ଚିଠିରାଜଧାନୀରେ ଜନଜାତି ସୁରକ୍ଷା ମଞ୍ଚର ଶୋଭାଯାତ୍ରା