ଭୁବନେଶ୍ୱର, ଆସନ୍ତାକାଲି ବାଲେଶ୍ବର ସଦର ଓ ତିର୍ତ୍ତୋଲ ଉପନିର୍ବାଚନର ଭୋଟ୍ ଗଣତି ଆରମ୍ଭ ହେବ । ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଛି। ଏଥିରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି ଯେ, ଆସନ୍ତାକାଲି ସକାଳ ୮ଟାରୁ ଭୋଟ୍ ଗଣତି ଆରମ୍ଭ ହେବ। ପୋଷ୍ଟାଲ୍ ବାଲାଟ୍ ଏବଂ ତା’ପରେ ଇଭିଏମ୍ ଭୋଟ୍ ଗଣତି ହେବ। ଗଣତି କେନ୍ଦ୍ରରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । କୋଭିଡ ନିୟମ ମାନି ଭୋଟ ଗଣତି ହେବ ।
ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତି ପରେ ଟାର୍ଗେଟ କଲେ ଜୟନାରାୟଣବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ ପରେ ଟାର୍ଗେଟ କଲେ ଜୟନାରାୟଣପୋଷା କୁକୁରଙ୍କ ପାଇଁ ଆଇନ ଆଣିବ ବିଏମସିଭୂମିକମ୍ପରେ ଥରିଲା ୩ ଦେଶହୋର୍ଡିଂ ଉପରୁ ୨ ଘଣ୍ଟା ପରେ ଉଦ୍ଧାର ହେଲେ ଯୁବକପୁରୀରେ ମମତା ବାନାର୍ଜୀଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନବିଧାନସଭାରେ ହଟ୍ଟଗୋଳଗୃହରେ ଜଙ୍ଗଲ ନିଆଁଆଜି ଗିରଫ ହୋଇପାରନ୍ତି ଡୋନାଲ୍ଡ ଟ୍ରମ୍ପ