ମାଲକାନଗିରି, ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳର ଟପ ହାର୍ଡକୋର ମାଓ ନେତା ଯେମିଲି କାମେଶ ଓରଫ ହରିକୁ ଆନ୍ଧ୍ର ପୋଲିସ ଗିରଫ କରିଛି । ଗତ ୧୪ ବର୍ଷ ଧରି ମାଓ ନେତା କାମେଶ ଆନ୍ଧ୍ର ଓଡିଶା ବୋର୍ଡ଼ରେ ଜଣେ ସକ୍ରିୟ ମାଓନେତା ଭାବେ କାର୍ଯ୍ୟ କରୁଥିଲେ ।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଆଜିଠୁ କମ୍ପିବ କଳିଙ୍ଗଦିଲ୍ଲୀର ଡାକ୍ତରଖାନାରେ ଲାଗିଲା ନିଆଁଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲରଥଯାତ୍ରା ପାଇଁ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସହାଇସିକ୍ୟୁରିଟି ନମ୍ବର ନଥିଲେ ଚାଳକଙ୍କୁ ନିସ୍ତାର ନାହିଁସ୍ୱାମୀ ଓ ଶାଶୁକୁ ବିଷ ଦେଲା ବୋହୂ