ରାଉରକେଲା, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ୁଥିବାବେଳେ ରାଉରକେଲାର ଏନଆଇଟି କ୍ୟାମ୍ପସରୁ ୧୪ ଛାତ୍ର ଛାତ୍ରୀର କରୋନା ପଜିଟିଭ ବୋଲି ଜଣାପଡିଛି । କଲେଜ କ୍ୟାମ୍ପସରେ ରହୁଥିବା ଛାତ୍ରଛାତ୍ରୀ ଯେଉଁମାନଙ୍କର କରୋନା ରିପୋର୍ଟ ନେଗେଟିଭ ଆସିଛି ସେମାନଙ୍କୁ ହଷ୍ଟେଲ ଖାଲି କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଯେଉଁମାନେ କରୋନା ପଜିଟିଭ ଅଛନ୍ତି ସେମାନେ ହଷ୍ଟେଲ ଭିତରେ ସଙ୍ଗରୋଧରେ ରହିବେ ବୋଲ ରେଜିଷ୍ଟାର ପ୍ରଦୀପ କୁମାର ଦାଶ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍