You are currently viewing ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କୁ କରୋନା

ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କୁ କରୋନା

ଭୁବନେଶ୍ୱର, ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କୁ କରୋନା ହୋଇଥିବା ସୂଚନା ମିଳିଛି । କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି । ଗତ ସାତ ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ସଙ୍ଗରୋଧରେ ରହିବା ସହ କରୋନା ଟେଷ୍ଟ କରାଇବାକୁ ଅନୁରୋଧ କରିଛନ୍ତି ପର୍ଯ୍ୟଟନ ମନ୍ତ୍ରୀ ।

ଅନ୍ୟମାନଙ୍କୁ ଜଣାନ୍ତୁ।