ବଲାଙ୍ଗିର, ସମାଜସେବୀ ଲଳିତ ନାୟକଙ୍କ ଆଜି ପରଲୋକ ହୋଇଛି । ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । କ୍ୟାନସରରେ ପିଡ଼ିତ ହୋଇ ଦୀର୍ଘ ଦିନ ହେବ ଚିକାତ୍ସା ହେଉଥିଲେ ଓ ପରେ କରୋନାରେ ମଧ୍ୟ ସେ ଆକ୍ରାନ୍ତ ହୋଇଥିଲେ । କିନ୍ତୁ ଆଜି ତାଙ୍କର ପରଲୋକ ଘଟିଛି । ତେବେ ତାଙ୍କ ବିୟୋଗରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ଅନେକ ପ୍ରଭାବଶାଳୀ ବ୍ୟକ୍ତି ।
ଗୋଟାଏ ଦିନରେ କୋଟିପତି ହେଲେ ଦିନ ମଜୁରିଆଆଜିଠୁ ରାଜ୍ୟରେ ବୁଲିଲା ୩୪ ସାଇବର ସୁରକ୍ଷା ରଥ, ଅକ୍ଟୋବର ୧୫ ଯାଏଁ କରେଇବ ସଚେତନବିହାରରେ ସରିଲା ଜାତିଗତ ଗଣନା, ରିପୋର୍ଟ ଜାରି କଲେ ସରକାରଅମିତ ଶାହାଙ୍କୁ ଭେଟିଲେ ସୌମ୍ୟସକ୍ରିୟ ଲଘୁଚାପ: ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ, ମତ୍ସଜୀବୀଙ୍କୁ ସମୁଦ୍ର ନ ଯିବାକୁ ବାରଣଆଜି ମଧ୍ୟପ୍ରଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ, ଉଦଘାଟନ କରିବେ ଦିଲ୍ଲୀ-ଭଦୋଦରା ଏକ୍ସପ୍ରେସଆଜି ମହାତ୍ମା ଗାନ୍ଧି ଓ ଶାସ୍ତ୍ରୀଙ୍କ ଜୟନ୍ତୀଆଜିଠୁ ରାଜ୍ୟର ୪ ଜିଲ୍ଲାରେ ଆରମ୍ଭ ହେବ ଲକ୍ଷ୍ମୀ ବସ ସେବା; ମୁଖ୍ୟମନ୍ତ୍ରୀ କରିବେ ଶୁଭାରମ୍ଭକଟକ ବଡ଼ ମେଡିକାଲରେ ପାଣି ସମସ୍ୟା; ରୋଗୀ ହନ୍ତସନ୍ତଅନଲାଇନ ଗେମ୍ ହେଲା ମହଙ୍ଗା; ଲାଗୁ ହେଲା ୨୮% GST