You are currently viewing ମହିଳା ଓ ଶିଶୁ ବିକାଶ ମନ୍ତ୍ରୀଙ୍କୁ କରୋନା

ମହିଳା ଓ ଶିଶୁ ବିକାଶ ମନ୍ତ୍ରୀଙ୍କୁ କରୋନା

ଭୁବନେଶ୍ୱର, ରାଜ୍ୟରେ କରୋନା କବଳରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ । କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି । ଏହାସହ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଭଲ ଓ ସେ ହୋମ ଆଇସୋଲେସନରେ ଅଛନ୍ତି ବୋଲି କହିଛନ୍ତି । ଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ସଙ୍ଗରୋଧରେ ରହିବା ସହ କୋଭିଡ଼ ପରୀକ୍ଷା କରିବା ପାଇଁ ଅନୁରୋଧ କରିଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।